ଓଡ଼ିଶାରେ ୬,୧୧୭ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି

Investment: ୧୯ଟି ବୃହତ୍ ପ୍ରକଳ୍ପକୁ ଅନୁମୋଦନ, ୧୭,୨୮୬ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ର ସଫଳତା ପରେ ୧୩୫ତମ ରାଜ୍ୟସ୍ତରୀୟ ସିଙ୍ଗଲ  ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସଡବ୍ଲ୍ୟୁସିଏ) ବୈଠକରେ ୬,୧୧୭ କୋଟି ଟଙ୍କାର ଉଲ୍ଲେଖନୀୟ ପୁଞ୍ଜିନିବେଶ ହୋଇଥିବା ଜଣାଯାଇଛି। ଯାହା ଏକ ପ୍ରମୁଖ ପୁଞ୍ଜିନିବେଶ ସ୍ଥଳ ଭାବେ ଓଡ଼ିଶାର ସ୍ଥିତିକୁ ଆହୁରି ସୁଦୃଢ଼ କରିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୯ଟି … Continue reading ଓଡ଼ିଶାରେ ୬,୧୧୭ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି