ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅରୁଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାର ଗଠନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

ବହୁ ପ୍ରତୀକ୍ଷିତ ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ ନେଇ ବୁଧବାର ଓଡ଼ିଶା ସରକାର ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ କରି ଷଷ୍ଠ ଅର୍ଥ ଆୟୋଗ ଗଠନ କରାଯାଇଛି। ଏଥିରେ ଏକ୍ସଆଇଏମବିର ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ପ୍ରଫେସର ଅମରେଶ ସାମନ୍ତରାୟ ଓ ଟିଆଇଏସ୍ଏସ୍‍ର ପ୍ରଫେସର ବିଭୁ ପ୍ରସାଦ ନାୟକ ସଦସ୍ୟ ସଚିବ ଥିବାବେଳେ ଅର୍ଥ ବିଭାଗର … Continue reading ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅରୁଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାର ଗଠନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ