ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତି, ଖୁବଶୀଘ୍ର ବଣ୍ଟନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

Ration Card: ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)କୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ଖୁବ୍ ଶୀଘ୍ର ନୂଆ ଓ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରିବାକୁ ଯୋଜନା ଘୋଷଣା କରିଛନ୍ତି। ଯୋଗ୍ୟ ପରିବାରକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକୁ ସୁଗମ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏପ୍ରିଲ ୨୨ ସୁଦ୍ଧା ଏହି ରାସନ କାର୍ଡ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶନାମା ସାରା ଓଡ଼ିଶାର ଜିଲ୍ଲାପାଳମାନଙ୍କୁ ଅବଗତ … Continue reading ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତି, ଖୁବଶୀଘ୍ର ବଣ୍ଟନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର