ଅଯୋଧ୍ୟାରେ ହେବ ଓଡ଼ିଶା ଭବନ

ଉତ୍ତର ପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ। ଏଠାକୁ ଶ୍ରୀ ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ ପାଇଁ ଓଡ଼ିଶାର ଏକ ଉପସ୍ଥିତି ଦେବା ଲାଗି ଏହି ବ୍ୟବସ୍ଥା କରିବେ ଓଡ଼ିଶା ସରକାର। ଏଥିଲାଗି ଖୁବ୍‍ ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏବେ ଓଡ଼ିଶା ସରକାରଙ୍କ ଦ୍ୱାରା ନୂଆଦିଲ୍ଲୀ, କୋଲକତା, ଚେନ୍ନାଇଠାରେ ଭବନ  କାର୍ଯ୍ୟକ୍ଷମ ରହିଛି। ଗୃହ ବିଭାଗ ପକ୍ଷରୁ ଏହି ଭବନଗୁଡ଼ିକର … Continue reading ଅଯୋଧ୍ୟାରେ ହେବ ଓଡ଼ିଶା ଭବନ