ଓଡ଼ିଶା ଆଜି ବିଶ୍ୱବିଦିତ; ଓଡ଼ିଶାର ପରିବେଶ, ଓ ଆତିଥେୟତାକୁ ବୈଶ୍ୱିକ ସ୍ତରରେ ପସନ୍ଦ

ଓଡ଼ିଶାର ପର୍ଯ୍ୟଟନକୁ ଉପଭୋଗ ସହ ପୁଞ୍ଜିନିବେଶ ପାଇଁ ଧର୍ମେନ୍ଦ୍ରଙ୍କ ଆମନ୍ତ୍ରଣ ଓଡ଼ିଶାର ପରିବେଶ, ଓ ଆତିଥେୟତାକୁ ବୈଶ୍ୱିକ ସ୍ତରରେ ପସନ୍ଦ ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ସମାରୋହ କେବଳ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କ ମୂଳ ପରିଚୟକୁ ପରିଚିତ କରାଇବାର ଅବସର ନୁହେଁ, ବରଂ ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ଏକ ନୂଆ ପରିଚୟ ଦେବାର ଏକ ଐତିହାସିକ କାର୍ଯ୍ୟକ୍ରମ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ … Continue reading ଓଡ଼ିଶା ଆଜି ବିଶ୍ୱବିଦିତ; ଓଡ଼ିଶାର ପରିବେଶ, ଓ ଆତିଥେୟତାକୁ ବୈଶ୍ୱିକ ସ୍ତରରେ ପସନ୍ଦ