ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ନେଇ ଆଇଏମଡିର ପୂର୍ବାନୁମାନ
IMD: ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସର୍ବୋଚ୍ଚ କିମ୍ବା ଦିନର ତାପମାତ୍ରା ଧୀରେ ଧୀରେ ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଉପଯୁକ୍ତ ପଦକ୍ଷେପ ନେବାକୁ ସ୍ୱତନ୍ତ୍ର ରିଲିଫ୍ କମିସନର (ଏସ୍ଆରସି) ରବିବାର ସମସ୍ତ ଜିଲ୍ଲାପାଳଙ୍କୁ ଆଡଭାଇଜରି ଜାରି କରିଛନ୍ତି। ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, … Continue reading ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ନେଇ ଆଇଏମଡିର ପୂର୍ବାନୁମାନ
Copy and paste this URL into your WordPress site to embed
Copy and paste this code into your site to embed