ବିଶ୍ୱ ପର୍ଯ୍ୟଟନ କ୍ଷେତ୍ରରେ ଅଗ୍ରଣୀ ହେବ ଓଡ଼ିଶା

ପର୍ଯ୍ୟଟନ ନିବେଶ ଦୃଷ୍ଟିରୁ ଓଡ଼ିଶା ଅତ୍ୟନ୍ତ ଅନୁକୂଳ; କେଭି  ପୂର୍ବ ଭାରତର ପ୍ରବେଶ ପଥ ଭାବେ ପରିଚିତ ଓଡ଼ିଶା ପ୍ରାକୃତିକ ସମ୍ପଦର ଗନ୍ତାଘର । ୪୮୦ କିଲୋମିଟର ବିସ୍ତୀର୍ଣ୍ଣ ବେଳାଭୂମି, ପରିବ୍ୟାପ୍ତ ନଦୀ, ପରିପୂର୍ଣ୍ଣ ଖଣିଜ ସମ୍ପଦ, ହଜାର ହଜାର ଏକର ଅରଣ୍ୟ ହେଉଛି ଓଡ଼ିଶାର ଶକ୍ତି । ଏଥିସହ ଏଠାରେ କୁଶଳୀ ଓ ଦକ୍ଷ ମାନବ ସମ୍ବଳ ଉପଲବ୍ଧ । ଏସବୁକୁ ଦେଖିଲେ ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ପର୍ଯ୍ୟଟନ ଓ ନିବେଶ ଦୃଷ୍ଟିରୁ ଓଡ଼ିଶା … Continue reading ବିଶ୍ୱ ପର୍ଯ୍ୟଟନ କ୍ଷେତ୍ରରେ ଅଗ୍ରଣୀ ହେବ ଓଡ଼ିଶା