ସିଙ୍ଗାପୁର ଜିଏଫଟିଏନ ସହ ସହଭାଗିତା ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ସିଙ୍ଗାପୁର ସ୍ଥିତ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ (ଜିଏଫଟିଏନ) ମିଳିତ ଆନୁକୁଲ୍ୟରେ ସୋମବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ; ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଲ ଦେବ; ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର; ବିଭାଗୀୟ ସ୍ୱତନ୍ତ୍ର … Continue reading ଫିନଟେକ୍ ହବ ହେବ ଓଡ଼ିଶା
Copy and paste this URL into your WordPress site to embed
Copy and paste this code into your site to embed