Odisha to experience heavy rainfall till July 12 ।। ଜୁଲାଇ ୧୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଭାସିବ ଅଧା ଓଡ଼ିଶା

ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ରୁ ୩ ଦିନ ଯାଏଁ ଏହା ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ … Continue reading Odisha to experience heavy rainfall till July 12 ।। ଜୁଲାଇ ୧୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଭାସିବ ଅଧା ଓଡ଼ିଶା