ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ପାଇବ ୨୫୫ କୋଟି ଟଙ୍କା

central assitance: ପାଞ୍ଚ ରାଜ୍ୟକୁ ମିଳିବ ୧୫୫୫ କୋଟି କେନ୍ଦ୍ର ସ୍ୱରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ) ଅଧୀନରେ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ … Continue reading ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ପାଇବ ୨୫୫ କୋଟି ଟଙ୍କା