ଓଡ଼ିଶାରେ ହେବ ଫ୍ଲାଇଂ ଇନଷ୍ଟିଚ୍ୟୁଟ୍, ଏନସିସି କ୍ୟାଡେଟଙ୍କ ପାଇଁ ୩ଟି ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରାଯିବ

ଝାରସୁଗୁଡ଼ା ବିମାନ ବନ୍ଦରରେ ଏନସିସି କ୍ୟାଡେଟଙ୍କ ପାଇଁ ଏକ ବିମାନ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ସୋମବାର ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଏନସିସି ମହାନିର୍ଦ୍ଦେଶକ ଲେଫ୍ଟନାଣ୍ଟ ଜେନେରାଲ ଗୁରବୀରପାଲ ସିଂହଙ୍କ ମଧ୍ୟରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଝାରସୁଗୁଡ଼ା ବିମାନ ବନ୍ଦରରେ ବିମାନ ପ୍ରଶିକ୍ଷଣ ପ୍ରତିଷ୍ଠାନ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାର ଦେଢ଼ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ … Continue reading ଓଡ଼ିଶାରେ ହେବ ଫ୍ଲାଇଂ ଇନଷ୍ଟିଚ୍ୟୁଟ୍, ଏନସିସି କ୍ୟାଡେଟଙ୍କ ପାଇଁ ୩ଟି ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରାଯିବ