Officers sacrifice for the safety of Deputy Chief Minister, Ministers, Administrators!।। ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ପ୍ରଶାସକଙ୍କ ସୁରକ୍ଷା ପାଇଁ ଅଫିସରଙ୍କୁ ବଳି!

ରଥଯାତ୍ରା ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ଭକ୍ତଗଣ ନିଜେ ଦିବ୍ୟ ଏବଂ ଭବ୍ୟ ଅନୁଭୂତି ନେଇ ଫେରିବେ ବୋଲି ନିଜେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ କରାଯାଇଥିଲା। ମାତ୍ର ରଥଯାତ୍ରା ଆରମ୍ଭରୁ ମୋଦକ ଚୋରିରୁ ବିଭ୍ରାଟ ଆରମ୍ଭ ହୋଇଥିବାବେଳେ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରବିବାର ପ୍ରତ୍ୟୁଷରେ ଦଳାଚକଟାରେ ୩ ଜଣଙ୍କ ଜୀବନ ଯାଇଛି। ଶ୍ରୀଗୁଣ୍ଡିଚା ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କ ଜୀବନ … Continue reading Officers sacrifice for the safety of Deputy Chief Minister, Ministers, Administrators!।। ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ପ୍ରଶାସକଙ୍କ ସୁରକ୍ଷା ପାଇଁ ଅଫିସରଙ୍କୁ ବଳି!