ଲୋକସଭାରେ ଆଗତ ହୋଇ ଜେପିସିକୁ ଗଲା ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍‍

JPC: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍‍କୁ ଲୋକସଭାରେ ଆଗତ ପରେ ବିସ୍ତୃତ ଆଲୋଚନା ପାଇଁ ଜଏଣ୍ଟ ପାର୍ଲିଆମେଣ୍ଟାରୀ କମିଟି ବା ଜେପିସିକୁ ପଠାଯାଇଛି। ଆଜି ଲୋକସଭାରେ ଆଗତ ହୋଇଛି ବହୁ ପ୍ରତିକ୍ଷୀତ ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ଵାଲ ଲୋକସଭା ଓ ବିଧାନସଭା ନିର୍ବାଚନକୁ ଏକାସାଙ୍ଗରେ ସୁନିଶ୍ଚିତ କରିବା ପାଇଁ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ … Continue reading ଲୋକସଭାରେ ଆଗତ ହୋଇ ଜେପିସିକୁ ଗଲା ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍‍