ଜବରଦଖଲ ମୁକ୍ତ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Orissa HC : ଜଷ୍ଟିସ୍ ଏସ୍ କେ ପାଣିଗ୍ରାହୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସଚିବଙ୍କୁ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲ ଉଚ୍ଛେଦ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଜବରଦଖଲ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ବେଳେ ଏନେଇ ଉଦବେଗ ପ୍ରକାଶ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଜବରଦଖଲ ସମସ୍ୟାର ମୁକାବିଲା ପାଇଁ ବ୍ୟାପକ ଯୋଜନା ପ୍ରସ୍ତୁତ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ … Continue reading ଜବରଦଖଲ ମୁକ୍ତ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ