କେନ୍ଦୁଝର ଜିଲ୍ଲାରେ ଡିଏମ୍ଏଫ୍ ପାଣ୍ଠି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
DMF Keonjhar :କେନ୍ଦୁଝର ଜିଲ୍ଲାରେ ଡିଏମ୍ଏଫ୍ ଟ୍ରଷ୍ଟ ପାଣ୍ଠିରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ରାଜ୍ୟସ୍ତରୀୟ କମିଟିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ସ୍ୱଚ୍ଛତା ଚାହୁଁଛନ୍ତି। କେନ୍ଦୁଝର ଜିଲ୍ଲା ଖଣିଜ ଫାଉଣ୍ଡେସନ (ଡିଏମଏଫ) ଟ୍ରଷ୍ଟ ପାଣ୍ଠିରେ ହୋଇଥିବା ଅନିୟମିତତା ଓ ଦୁର୍ନୀତି କୁ ନେଇ ଓଡ଼ିଶା ହାଇକୋର୍ଟ ରାଜ୍ୟସ୍ତରୀୟ କମିଟିକୁ ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟେଣ୍ଡରରେ ଅନିୟମିତତା, ପାଣ୍ଠି … Continue reading କେନ୍ଦୁଝର ଜିଲ୍ଲାରେ ଡିଏମ୍ଏଫ୍ ପାଣ୍ଠି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
Copy and paste this URL into your WordPress site to embed
Copy and paste this code into your site to embed