୫୪୩ ଲୋକସଭା ସାଂସଦଙ୍କ ମଧ୍ୟରୁ ୨୫୧ ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ: ସୁପ୍ରିମକୋର୍ଟ

Crime In Politics: ସୋମବାର ସୁପ୍ରିମକୋର୍ଟରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ୫୪୩ ଲୋକସଭା ସାଂସଦଙ୍କ ମଧ୍ୟରୁ ୨୫୧ ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଛି। ସେମାନଙ୍କ ମଧ୍ୟରୁ ୧୭୦ ଜଣ ସାଂସଦଙ୍କ ବିରୋଧରେ ଗୁରୁତର ଅପରାଧିକ ମାମଲା ରହିଛି, ଯେଉଁଥିରେ ୫ ବର୍ଷ କିମ୍ବା ତା’ଠାରୁ ଅଧିକ ଜେଲ୍ ଦଣ୍ଡାଦେଶ ହୋଇପାରେ। ବିଭିନ୍ନ ହାଇକୋର୍ଟରୁ ସଂଗ୍ରହ କରାଯାଇଥିବା ତଥ୍ୟକୁ ଆଧାର କରି ଆମିକସ୍ କ୍ୟୁରି ତଥା ବରିଷ୍ଠ ଆଇନଜୀବୀ ବିଜୟ ହଂସରିଆ ଜଷ୍ଟିସ୍ ଦୀପଙ୍କର ଦତ୍ତ … Continue reading ୫୪୩ ଲୋକସଭା ସାଂସଦଙ୍କ ମଧ୍ୟରୁ ୨୫୧ ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ: ସୁପ୍ରିମକୋର୍ଟ