Over 20 lakh people got MSME jobs in Odisha’s 11 districts ।। ଓଡ଼ିଶାର ୧୧ ଜିଲ୍ଲାରେ ୨୦ ଲକ୍ଷରୁ ଅଧିକ ଲୋକଙ୍କୁ ମିଳିଛି ଏମଏସଏମଇ ନିଯୁକ୍ତି

ରାଜ୍ୟର ବାଣିଜ୍ୟିକ ବ୍ୟାଙ୍କଗୁଡ଼ିକ ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୩.୬୬ ଲକ୍ଷ ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗକୁ ୪୪,୯୫୦.୪୪ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ଏମଏସଏମଇ ରାଷ୍ଟ୍ରମନ୍ତ୍ରୀ ଶୋଭା କରାଣ୍ଡଲାଜେ ସୋମବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ ଅଧୀନରେ ୧୮୬୭ ସୂକ୍ଷ୍ମ ଉଦ୍ୟୋଗକୁ ୫୩.୪୨ କୋଟି ଟଙ୍କାର ମାର୍ଜିନ୍ ମନି ସବସିଡି ଏବଂ ଗତ ଆର୍ଥିକ … Continue reading Over 20 lakh people got MSME jobs in Odisha’s 11 districts ।। ଓଡ଼ିଶାର ୧୧ ଜିଲ୍ଲାରେ ୨୦ ଲକ୍ଷରୁ ଅଧିକ ଲୋକଙ୍କୁ ମିଳିଛି ଏମଏସଏମଇ ନିଯୁକ୍ତି