Pak PM Shehbaz Sharif may meet Trump next week ।। ଟ୍ରମ୍ପଙ୍କୁ ଭେଟିବେ ପାକ୍ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ, ଭାରତ ବିରୋଧରେ ନୂଆ ଷଡଯନ୍ତ୍ର!

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଖୁବ୍ ଶୀଘ୍ର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିପାରନ୍ତି। ନ୍ୟୁୟର୍କରେ ଅନୁଷ୍ଠିତ ହେଉଥିବା ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ସମୟରେ ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତ ହେବାର ସମ୍ଭାବନା ରହିଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏହି ଅଧିବେଶନ ପାଇଁ ଆମେରିକା ଯାଉଛନ୍ତି। ଯେଉଁଠାରେ ଶାହବାଜ ସରିଫ ୨୫ ସେପ୍ଟେମ୍ବରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିପାରନ୍ତି। ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ … Continue reading Pak PM Shehbaz Sharif may meet Trump next week ।। ଟ୍ରମ୍ପଙ୍କୁ ଭେଟିବେ ପାକ୍ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ, ଭାରତ ବିରୋଧରେ ନୂଆ ଷଡଯନ୍ତ୍ର!