ଲୋକଙ୍କ ସହିତ ଲୋକଙ୍କ ସରକାର

୮୮ ପ୍ରତିଶତ ଅଭିଯୋଗର ସମାଧାନ ଅସୁସ୍ଥ ବୌଦ୍ଧର ପ୍ରତ୍ୟୁଷଙ୍କୁ କଟକ ମେଡିକାଲ ପଠାଗଲା ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ସପ୍ତମ ପାଳି, ଚଳିତ ବର୍ଷର ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ଅଭିଯୋଗ ପ୍ରକୋଷ୍ଠରେ ଅଥବା ଯେଉଁଠାକୁ ଯାଆନ୍ତି ସେଠାରେ ସାଧାରଣଲୋକଙ୍କୁ ଭେଟିବା, ସେମାନଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର … Continue reading ଲୋକଙ୍କ ସହିତ ଲୋକଙ୍କ ସରକାର