ପେଟ୍ରୋଲ ଓ ଡିଜେଲ ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ ପାଇପାରିବେ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୧ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା … Continue reading ପେଟ୍ରୋଲ ଓ ଡିଜେଲ ଦରରେ ହେଲା ସାମାନ୍ୟ ପରିବର୍ତ୍ତନ