ମିଶନ ମୌସମ ଅଭିଯାନର ଶୁଭାରମ୍ଭ କଲେ ମୋଦି

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଇଏମଡି ଭିଜନ – ୨୦୪୭ ଉନ୍ମୋଚିତ ବର୍ଷ ପୂର୍ତ୍ତି ଉପଲକ୍ଷେ ପୋଷ୍ଟାଲ ଷ୍ଟାମ୍ପ ଓ କଏନର ପ୍ରଚଳନ କ୍ଲାଇମେଟ ସ୍ମାର୍ଟ ନେସନ ଗଢିବା ମିଶନ ମୌସମର ଲକ୍ଷ୍ୟ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ମୋଦି କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ … Continue reading ମିଶନ ମୌସମ ଅଭିଯାନର ଶୁଭାରମ୍ଭ କଲେ ମୋଦି