ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବେ ମୋଦି

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ହେବ ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ୮ ତାରିଖରେ ଆନ୍ଧ୍ରପ୍ରଦେଶରେ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ, ଉଦଘାଟନ, ଶିଳାନ୍ୟାସ କରିବେ। ବିଶାଖାପାଟଣା ନିକଟସ୍ଥ ପୁଡିମାଡାକାଠାରେ ଏନଟିପିସି ଗ୍ରୀନ ଏନର୍ଜି ଲିମିଟେଡ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହା ଜାତୀୟ ଗ୍ରୀନ ହାଇଡ୍ରୋଜେନ ମିଶନ ଅଧୀନରେ ପ୍ରଥମ ଗ୍ରୀନ ହାଇଡ୍ରୋଜେନ ହବ୍ ହେବ। ୯ ତାରିଖରେ ଓଡ଼ିଶାରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଘାଟନ … Continue reading ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବେ ମୋଦି