Police search for sniper who killed Charlie Kirk ।। ସ୍ନାଇପରଙ୍କ ଦ୍ଵାରା ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା : କିଏ ଏହି ସ୍ନାଇପର?

ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଟର୍ଣ୍ଣିଂ ପଏଣ୍ଟ ୟୁଏସଏର ପ୍ରତିଷ୍ଠାତା ହେଉଛନ୍ତି ୩୧ବର୍ଷୀୟ ଚାର୍ଲି କିର୍କ । ଓରେମର ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଏହି ଗୁଳିକାଣ୍ଡ ଘଟିଛି । ଚାର୍ଲି କିର୍କ ଏଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ବେଳେ ଗୁଳିକାଣ୍ଡ ଘଟିଥିଲା । ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି । ଟ୍ରମ୍ପ ସୋସିଆଲ ମିଡ଼ିଆରେ କହିଛନ୍ତି ଯେ … Continue reading Police search for sniper who killed Charlie Kirk ।। ସ୍ନାଇପରଙ୍କ ଦ୍ଵାରା ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା : କିଏ ଏହି ସ୍ନାଇପର?