ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ, ୫ ମାମଲାରୁ ନିର୍ଦ୍ଦୋଷରେ ଖଲାସ

Prtadeep Panigrahi: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଗିରଫ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ହୋଇଛନ୍ତି। ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ। ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ ହୋଇଛନ୍ତି। ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ବ୍ରହ୍ମପୁର ଗ୍ରାମାଞ୍ଚଳ ଜେଏମଏଫ୍‍ସି କୋର୍ଟ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ … Continue reading ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ, ୫ ମାମଲାରୁ ନିର୍ଦ୍ଦୋଷରେ ଖଲାସ