କର୍ଣ୍ଣାଟକ ଜନତା ଦଳ (ସିକ୍ୟୁଲାର)ର ନିଲମ୍ବିତ ନେତା ଏବଂ ପୂର୍ବତନ ସାଂସଦ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡ଼ାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କ ପାଇଁ ବଢ଼ିଲା ସମସ୍ୟା । ବେଙ୍ଗାଲୁରୁର ସ୍ୱତନ୍ତ୍ର କୋର୍ଟ ଜଣେ ଘରୋଇ ସହାୟକଙ୍କୁ ଦୁଷ୍କର୍ମ ମାମଲାରେ ପ୍ରଜ୍ୱଳ ରେବନ୍ନାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ବ୍ୟତୀତ, କୋର୍ଟ ପୀଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର, କୋର୍ଟ ଏହି ମାମଲାରେ ପ୍ରଜ୍ୱଳ ରେବନ୍ନାଙ୍କୁ ଦୋଷୀ … Continue reading Prajwal Revanna sentenced to life imprisonment in rape of a Domestic help ।। ଦୁଷ୍କର୍ମ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡ଼ାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କୁ ଆଜୀବନ କାରାଦଣ୍ଡ
Copy and paste this URL into your WordPress site to embed
Copy and paste this code into your site to embed