ପ୍ରବାସୀ ଭାରତୀୟ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

Pravasi Bharatiya Divas: ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ। ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶଗ୍ରହଣ ନିମନ୍ତେ ପଞ୍ଜିକରଣ କରିସାରିଲେଣି। ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି। ସ୍ଥାନୀୟ ଜନତା … Continue reading ପ୍ରବାସୀ ଭାରତୀୟ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି