Preparations for divine bath।। ରତ୍ନବେଦୀ ଛାଡି ସ୍ନାନ ମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂରତି

ରଥଯାତ୍ରା ପୂର୍ବରୁ ଆଜି ପୁରୀରେ ତିନି ଠାକୁରଙ୍କ ଦେବାସ୍ନାନ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେବ। ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ କାଳିଆ ସାଆନ୍ତ। ରତ୍ନବେଦୀ ଛାଡି ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧା ମୂରତି । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀବିଗ୍ରହ । ଏଥିପାଇଁ ଶ୍ରୀମନ୍ଦିର ଭିତରେ ଥିବା ସୁନା କୂଅରୁ ଜଳ ଆସୁଛି । ଜଳଲାଗି ନୀତି ପରେ ବର୍ଷକୁ ଥରେ ଅନୁଷ୍ଠିତ ହେଉଥିବା ଗଜାନନ ବେଶରେ ଭକ୍ତଙ୍କୁ … Continue reading Preparations for divine bath।। ରତ୍ନବେଦୀ ଛାଡି ସ୍ନାନ ମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂରତି