ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ସାମିଲ ହେବା ପରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି, ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ ପୂର୍ବ ସରକାର ଦ୍ୱାରା ଆୟୁଷ୍ମାନ ଭାରତର ଲାଭରୁ ବଞ୍ଚିତ ହୋଇଥିଲେ । ଏହି ଯୋଜନା ଉଚ୍ଚ ମାନର ସ୍ୱାସ୍ଥ୍ୟସେବା ଏବଂ ସୁଲଭ ମୂଲ୍ୟ ସୁନିଶ୍ଚିତ କରିବ । ଏହା ବିଶେଷ କରି ଓଡ଼ିଶାର … Continue reading ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
Copy and paste this URL into your WordPress site to embed
Copy and paste this code into your site to embed