ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରବାସୀ ଭାରତୀୟ ଦିବସ (ପିବିଡି) ୧୮ତମ ସମ୍ମିଳନୀ ସ୍ଥଳ ଜନତା ମଇଦାନରୁ ପ୍ରବାସୀ ଭାରତୀୟଙ୍କ ପାଇଁ ସ୍ୱତନ୍ତ୍ର ପର୍ଯ୍ୟଟନ ଟ୍ରେନ୍ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ ଘାଟନୀ ଯାତ୍ରାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭର୍ଚୁଆଲ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ୧୯୧୫ ମସିହାରେ ଦକ୍ଷିଣ ଆଫ୍ରିକାରୁ ମହାତ୍ମା ଗାନ୍ଧୀ ଭାରତ ଫେରିବାର ବାର୍ଷିକୀ ହେଉଛି ଏହି ତାରିଖ। ଏହି ଟ୍ରେନ୍ ଦିଲ୍ଲୀର ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଅଯୋଧ୍ୟା, ପାଟନା, ଗୟା, ବାରଣାସୀ, ମହାବଳୀପୁରମ, ରାମେଶ୍ୱରମ୍, … Continue reading ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି