ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ମୋଦିଙ୍କ ସମ୍ବୋଧନ, କହିଲେ ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ

Prime Minister Narendra Modi: ଭୁବନେଶ୍ବରର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା ‘ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫’ ଏବଂ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀରେ ଉଦବୋଧନ ଦେବା ପରେ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ଓଡ଼ିଶାକୁ ଭାରତର ଅଭିବୃଦ୍ଧି ଇଞ୍ଜିନର ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କହିଛନ୍ତି ଯେ ରାଜ୍ୟରେ ପୁଞ୍ଜିନିବେଶ କରିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ, କାରଣ ପୂର୍ବ ଅପେକ୍ଷା ଏବେ ଅଧିକ … Continue reading ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ମୋଦିଙ୍କ ସମ୍ବୋଧନ, କହିଲେ ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ