ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭକୁ ଓଡ଼ିଶା ଆସିବେ ମୋଦୀ
Utkarsha Odisha: ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହେବ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ। ଏହି ମେଗା ଇଭେଣ୍ଟର ଉଦ୍ଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣିଥରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିକଟରେ ଭୁବନେଶ୍ୱରରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ। ପ୍ରବାସୀ ଭାରତୀୟ ସମ୍ମିଳନୀର ଦ୍ୱିତୀୟ ଦିନରେ ଏହାକୁ ଆନୁଷ୍ଠାନିକଭାବେ ଉଦ୍ଘାଟନ କରିଥିଲେ। ତେବେ ପୁନର୍ବାର ମୋଦୀ ଭୁବନେଶ୍ୱର ଆସୁଛନ୍ତି। … Continue reading ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭକୁ ଓଡ଼ିଶା ଆସିବେ ମୋଦୀ
Copy and paste this URL into your WordPress site to embed
Copy and paste this code into your site to embed