ଜାନୁଆରୀ ୨୮ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିତୀୟ ଓଡ଼ିଶା ଗସ୍ତ
ଆସନ୍ତା ଜାନୁଆରି ୨୮ ତାରିଖରେ ବହୁ ପ୍ରତୀକ୍ଷିତ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୨୦୨୫କୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଦ୍ୱିତୀୟ ଓଡ଼ିଶା ଗସ୍ତରେ ଆସୁଛନ୍ତି।ଜାନୁଆରୀ ୯ ରେ ସେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ ।ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଜନତା ମଇଦାନ ଅଭିମୁଖେ ଯାତ୍ରା କରିବେ, ଯେଉଁଠାରେ ସେ ପୂର୍ବାହ୍ନ … Continue reading ଜାନୁଆରୀ ୨୮ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିତୀୟ ଓଡ଼ିଶା ଗସ୍ତ
Copy and paste this URL into your WordPress site to embed
Copy and paste this code into your site to embed