କୋରାପୁଟ କଫିକୁ ଆଜି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୨୭ତମ ମନ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କୋରାପୁଟ କଫିକୁ ପ୍ରଶଂସା କରି କହିଛନ୍ତି ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ଵାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚା ସହିତ କୋରାପୁଟ କଫି କଥା କହିଛନ୍ତି ପିଏମ୍ ମୋଦୀ। ଅନେକ ଲୋକ ଚାକିରି ଛାଡି କଫି ଚାଷରେ ମନ ବଳାଉଛନ୍ତି। କଫି ଚାଷରେ … Continue reading Prime Minister Narendra Modi praises Koraput coffee ।। କୋରାପୁଟ କଫିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା
Copy and paste this URL into your WordPress site to embed
Copy and paste this code into your site to embed