ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ପୁରୀ ଜଗନ୍ନାଥ ମନ୍ଦିର

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ବୁଧବାର ଅପରାହ୍ନ ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ଯାଏଁ ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।  ବୁଧବାର (୧୫ ତାରିଖ) ଦିନ ଶ୍ରୀବିଗ୍ରମାନଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି ।  ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ … Continue reading ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ପୁରୀ ଜଗନ୍ନାଥ ମନ୍ଦିର