Quad foreign ministers condemn Pahalgam attack ।। ପହଲଗାମ ଆକ୍ରମଣକୁ ନିନ୍ଦା କଲେ କ୍ୱାଡ୍ ବୈଦେଶିକ ମନ୍ତ୍ରୀମାନେ

କ୍ୱାଡ୍ ଗୋଷ୍ଠୀର ବୈଦେଶିକ ମନ୍ତ୍ରୀମାନେ – ଆମେରିକା, ଭାରତ, ଜାପାନ ଏବଂ ଅଷ୍ଟ୍ରେଲିଆ – ବୁଧବାର ଦିନ ଜମ୍ମୁ ଏବଂ କାଶ୍ମୀରର ପହଲଗାମ୍ ରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି, ଯେଉଁଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏକ ମିଳିତ ବିବୃତ୍ତିରେ, ଆମେରିକା, ଭାରତ, ଜାପାନ ଏବଂ ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀମାନେ ଏପ୍ରିଲ ୨୨ରେ ହୋଇଥିବା ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପଛରେ ଥିବା ଲୋକଙ୍କୁ ନ୍ୟାୟୀକ କାଠଗଡାକୁ ଟାଣିବା ପାଇଁ … Continue reading Quad foreign ministers condemn Pahalgam attack ।। ପହଲଗାମ ଆକ୍ରମଣକୁ ନିନ୍ଦା କଲେ କ୍ୱାଡ୍ ବୈଦେଶିକ ମନ୍ତ୍ରୀମାନେ