ବର୍ଷା; ନୂଆବର୍ଷ ପୂର୍ବରୁ ୨-୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ନାଇଟ୍ ଟେମ୍ପ

ପଶ୍ଚିମ ବିକ୍ଷୋଭ ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ନୂଆବର୍ଷ ଆରମ୍ଭ ହେବାକୁ ଯାଉଥିବା ବେଳେ ଉତ୍ତର ଓ ଉତ୍ତର ପଶ୍ଚିମାଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ରବିବାର ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ମୟୂରଭଞ୍ଜ, … Continue reading ବର୍ଷା; ନୂଆବର୍ଷ ପୂର୍ବରୁ ୨-୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ନାଇଟ୍ ଟେମ୍ପ