ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।। Rajyasabha election

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଓଡ଼ିଶାରେ ଖାଲି ହୋଇଥିବା ୪ଟି ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ମତଦାନ ହେବ । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଅଧିକୃତ ସୂଚନା ଜାରି କରାଯାଇଛି । ଜାରି ହୋଇଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୫ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୬ ତାରିଖରେ ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ପ୍ରକ୍ରିୟା ହେବ । ପ୍ରାର୍ଥୀମାନେ ଯଦି … Continue reading ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।। Rajyasabha election