ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ

Pujari: ଯେଉଁ ମିଲରମାନେ ଧାନ କିଣା ନେଇ ଏଗ୍ରିମେଣ୍ଟ କରିବେ ନାହିଁ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଧାନ କିଣା ନେଇ ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ନାଲି ଆଖି ଦେଖାଇ କଡ଼ା ଚେତାବନୀ ଦେଇଛନ୍ତି । ଆଜି ଦିନକିଆ ନବରଙ୍ଗପୁର ଗ୍ରସ୍ତରେ ଯାଇ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ରାଜସ୍ୱ ବିଭାଗ ଓ ଧାନ କିଣା ପ୍ରକ୍ରିୟାର ସମୀକ୍ଷା ବୈଠକରେ ଏଭଳି ଚେତାବନୀ ଦେଇଛନ୍ତି ମନ୍ତ୍ରୀ। ବୈଠକ ପରେ … Continue reading ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ