ହସ୍ତତନ୍ତ ଓ ବୟନ ଶିଳ୍ପରେ ନିବେଶ ହେବ ୭୮୦୦ କୋଟି
ବୟନ, ପୋଷାକ ଶିଳ୍ପ କ୍ଷେତ୍ରରେ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ ୩୬ଟି ୟୁନିଟରେ ହେବ ନିବେଶ ମିଳିବ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ । ଆଜି … Continue reading ହସ୍ତତନ୍ତ ଓ ବୟନ ଶିଳ୍ପରେ ନିବେଶ ହେବ ୭୮୦୦ କୋଟି
Copy and paste this URL into your WordPress site to embed
Copy and paste this code into your site to embed