ଏପ୍ରିଲ ୨୬ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ, ଆର୍ଦ୍ରତା ଓ ଗରମ ରାତି: ଆଇଏମଡି
Heat wave: ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ହଠାତ୍ ବୃଦ୍ଧି ପାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇଥିବା ବେଳେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନ୍ୟ ସ୍ଥାନରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହୋଇନାହିଁ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ … Continue reading ଏପ୍ରିଲ ୨୬ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ, ଆର୍ଦ୍ରତା ଓ ଗରମ ରାତି: ଆଇଏମଡି
Copy and paste this URL into your WordPress site to embed
Copy and paste this code into your site to embed