ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କୁ ଶିମିଳିପାଳ ଯିବା ମନା
Similipal: ମୟୂରଭଞ୍ଜ ଜିଲ୍ଲାରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଜାତୀୟ ଉଦ୍ୟାନରେ ପ୍ରବଳ ବର୍ଷା ଓ ବଜ୍ରପାତକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରଖାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ଶନିବାର ଓ ରବିବାର ଜାତୀୟ ଉଦ୍ୟାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଶିମିଳିପାଳ ଆଞ୍ଚଳିକ ମୁଖ୍ୟ ସଂରକ୍ଷକ ତଥା ଏସଟିଆରର କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଭୟାରଣ୍ୟ … Continue reading ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କୁ ଶିମିଳିପାଳ ଯିବା ମନା
Copy and paste this URL into your WordPress site to embed
Copy and paste this code into your site to embed