ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍‌‌ ଶନମୁଗରତ୍ନ

ଶୁକ୍ରବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍‌‌ ଶନମୁଗରତ୍ନ। ତାଙ୍କ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪୦ ପ୍ଲାଟୁନ୍‌‌ ପୁଲିସ ଫୋର୍ସ ଏବଂ ବରିଷ୍ଠ ଅଧିକାରୀମାନେ ମୁତୟନ ରହିବେ। ଭିଭିଆଇପିଙ୍କ ସୁରକ୍ଷା ଓ ଜନସାଧାରଣଙ୍କ ସୁଗମନାଗମନକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌‌ କଟକଣା ଲାଗୁ କରାଯାଇଛି। ସେଥିପାଇଁ ଟ୍ରାଫିକ୍‌‌ ଗାଇଡ୍‌‌ଲାଇନ୍‌‌ ଜାରି କରିଛି କମିସନରେଟ୍‌‌ ପୁଲିସ। ୨ ଦିନ ଟ୍ରାଫିକ୍‌‌ କଟକଣା ରହିବ। ଦିନ ୧୧.୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ … Continue reading ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍‌‌ ଶନମୁଗରତ୍ନ