୫ଟି ବୃହତ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
CM Mohan Majhi: ଏହିସବୁ ପ୍ରକଳ୍ପ ଦ୍ୱାରା ୨,୧୫, ୧୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, … Continue reading ୫ଟି ବୃହତ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Copy and paste this URL into your WordPress site to embed
Copy and paste this code into your site to embed