ମୋ ବସ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣା, କ୍ରୁଟ୍ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ

ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣା । କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଆଇଛି । ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି । ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ କତ୍ତୃପକ୍ଷ । ସୂଚନା ଅନୁସାରେ ଆଜି ସକାଳୁ ନାବାଳିକାଙ୍କ ଜୀବନ ନେଇଛି ମୋ ବସ୍ । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା ।  ଘରୁ ସାଇକେଲ … Continue reading ମୋ ବସ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣା, କ୍ରୁଟ୍ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ