ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଭେଟି
Subhadra Yojana: ଆକାଉଣ୍ଟକୁ ଆସିଲା ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା । ମହିଳା ଦିବସରେ ସମସ୍ତଙ୍କ ମା’ ମାନଙ୍କୁ ବଡ଼ ଭେଟି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ୨ୟ କିସ୍ତି ତାଙ୍କ ପଠାଇଛନ୍ତି । ବ୍ରହ୍ମପୁର ସମାବେଶରେ ସୁଭଦ୍ରାର ୨ୟ କିସ୍ତି ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ, ପ୍ରଭାତୀ ପରିଡ଼ାଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ … Continue reading ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଭେଟି
Copy and paste this URL into your WordPress site to embed
Copy and paste this code into your site to embed