ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତି ଗୁରୁତର, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତି ଗୁରୁତର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଭେଣ୍ଟିଲେଟରରେ ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ଏହି ଖବର ଶୁଣି ଅନେକ ଫ୍ୟାନ୍ସଙ୍କୁ ବଡ଼ ଝଟକା ଲାଗିଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ‘ବୋଉ ବୁଟୁ ଭୂତ’ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ଅନ୍ୟପଟେ ପୁଅ ବାବୁ ସାନଙ୍କ କହିଛନ୍ତି ଯେ ଉତ୍ତମ ମହାନ୍ତିଙ୍କ … Continue reading ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତି ଗୁରୁତର, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
Copy and paste this URL into your WordPress site to embed
Copy and paste this code into your site to embed