ରାଜ୍ୟରେ ନିବେଶ ପାଇଁ ଶିଳ୍ପପତିଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି

Make in odisha conclave 2025: କନକ୍ଲେଭର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା। ଭୁବନେଶ୍ବର ଜନତା ମୈଦାନରେ ଉଦଘାଟିତ ହେଲା ଉତ୍କର୍ଷ ଓଡିଶା ୨୦୨୫ ।  ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ … Continue reading ରାଜ୍ୟରେ ନିବେଶ ପାଇଁ ଶିଳ୍ପପତିଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି