ଆଜିଠୁ କମିବ ରାତିର ତାପମାତ୍ରା, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା
ଶୁକ୍ରବାରଠୁ କମିବ ରାତିର ତାପମାତ୍ରା । ପରବର୍ତ୍ତୀ ୩ ଦିନ ଯାଏ ପାରଦ ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ବର । ରାଜ୍ୟରେ ଦୁଇଦିନ ପରେ ଦିନର ତାପମାତ୍ରା ମଧ୍ୟ ସାମାନ୍ୟ କମିବାର ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୮ ତାରିଖରୁ କୁହୁଡ଼ି ପ୍ରଭାବ କମିବ ।ରାଜ୍ୟରେ ବର୍ତ୍ତମାନ ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି । ପ୍ରାୟତଃ ଦିନର … Continue reading ଆଜିଠୁ କମିବ ରାତିର ତାପମାତ୍ରା, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା
Copy and paste this URL into your WordPress site to embed
Copy and paste this code into your site to embed