ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ । ଦ୍ଵିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇ ଥିଲା ।  ଏହି ଦିନ ବ୍ୟତୀତ ଅନ୍ୟ ଦିନ ମାନଙ୍କରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ … Continue reading ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ