ଆଜି ୧୮ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ।  ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯିବ ।  ଯାଜପୁରରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।   ଏହି ହିତାଧିକାରୀଙ୍କୁ ଟଙ୍କା ଦିଆଯିବା ପରେ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଗତକାଲି (ଶୁକ୍ରବାର) ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ସୁଭଦ୍ରା ଟଙ୍କା … Continue reading ଆଜି ୧୮ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା